Oops! It appears that you have disabled your Javascript. In order for you to see this page as it is meant to appear, we ask that you please re-enable your Javascript!

ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ

ଭୁବନେଶ୍ୱର, ୧୭।୯ : ସାରା ରାଜ୍ୟରେ ପ୍ଲାଷ୍ଟିକ ଆସନ୍ତା ଅକ୍ଟୋବର ୨ରୁ ବ୍ୟାନ୍‌ ହେବ। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍‌ ହେବ ବୋଲି ମଙ୍ଗଳବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *