ବିଷାକ୍ତ ଚା’ ପିଇ ୧୫ ଜଣ ଗୁରୁତର

ଭୋଗରାଇ,୧୧।୩: ବିଷାକ୍ତ ଚା’ ପିଇ ୧୫ ଜଣ ଗୁରୁତର ହୋଇଛନ୍ତି। ଘଟଣାଟି ଘଟିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ ଅଞ୍ଚଳର କାନ୍ଥଭଉଁରି ଗ୍ରାମପଞ୍ଚାୟତ ଅନ୍ତର୍ଗତ ରଣସିଂହପୁର ଗାଁରେ

Read more