ଭୂବନେଶ୍ବରରେ ଆଉ ୩ ଜଣ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୦୩|୦୪: ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ଆହୁରି ୩ଜଣ କରୋନା ପଜିଟିଭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଁଚିଛି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ସକାଳେ କଟକରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଗୋଟିଏ ଦିନରେ ଓଡିଶାରେ ୪ ଜଣ

Leave a Reply

Your email address will not be published. Required fields are marked *