ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର,୦୨ା୦୮: ଓଡିଶାରୁ ଗତ ୨୪ ଘଂଟା ମଧ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୮୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୫୪୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

Leave a Reply

Your email address will not be published. Required fields are marked *