ରାଜ୍ଯରେ କରୋନାରେ ଆଉ ୧୦ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର ୨।୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published. Required fields are marked *