ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ବର ୧୪।୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କନ୍ଧମାଳ, ନୟାଗଡ଼ , ମୟୁରଭଞ୍ଜ ଜିଲ୍ଲାରୁ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି ।

https://twitter.com/HFWOdisha/status/1305377426881404928?s=20
https://twitter.com/HFWOdisha/status/1305377525460156419?s=20

Leave a Reply

Your email address will not be published. Required fields are marked *