ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ କରୋନା ସଂକ୍ରମିତ

ଭୁବନେଶ୍ବର ୧୫।୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବୌଦ୍ଧ,କନ୍ଧମାଳ,ରାୟଗଡ଼ା,ସମ୍ବଲପୁର,ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି ।

https://twitter.com/HFWOdisha/status/1305745291044245504?s=20
https://twitter.com/HFWOdisha/status/1305745295938969600?s=20

Leave a Reply

Your email address will not be published. Required fields are marked *