ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ପ୍ରାଣହାନୀ

ଭୁବନେଶ୍ବର ୧୬।୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published. Required fields are marked *