ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ପ୍ରାଣହାନୀ

ଭୁବନେଶ୍ବର ୨୫।୧୦: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *