ରାଜ୍ୟରେ ଚିହ୍ନଟ ହେଲେ ୧୪୮୦କରୋନା ସଂକ୍ରମିତ

ଭୁବନେଶ୍ବର ୨୬।୧୦: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *