ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନୀ

ଭୁବନେଶ୍ବର ୧୨।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *