ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନୀ

ଭୁବନେଶ୍ବର ୧୩।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *