Day: July 23, 2021

Special

ଶିଶିର ମହାପାତ୍ର ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର

ନୀଳଗିରି,୨୩/୭(ଆ.ପ୍ର): କୋଭିଡ ଭଳି ସଙ୍କଟ ସମୟରେ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପୂରଣ କରିବାରେ ଶିଶିର ମହାପାତ୍ର ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା ।

Read More