ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ବିଜେପି ହୀନ ରାଜନୀତି କରୁଛି : ବିଜେଡି

ଭୁବନେଶ୍ବର ୨୩।୧୦: (ସଂକେତ ଟିଭି) କଳାହାଣ୍ଡି ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ରାଜନୀତିକରଣ ନେଇ ବିଜେପିକୁ ଟାର୍ଗେଟ କଲା ବିଜେଡି

Read more