କଂଗ୍ରେସ ଷ୍ଟାର ପ୍ରଚାରକ ତାଲିକା ଜାରି

ଭୁବନେଶ୍ବର (ସଂକେତ୍ ଟିଭି) : ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଏଥିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ଟି.ଏସ. ସିଂହଦେଓ, କହ୍ନେୟା କୁମାର, ଜିଗ୍ନେଶ ମେୱାନୀ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ. ଚେଲ୍ଲାକୁମାର, ଜି. ରୁଦ୍ର ରାଜୁ, ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଚନ୍ଦ୍ର ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଡ. ସି.ଏସ୍‌. ରାଜନ ଏକ୍କା, ସୁରେଶ ରାଉତରାୟ, ଶରତ ପଟ୍ଟନାୟକ, ଯଜେ୍ଞଶ୍ୱର ବାବୁ, ଜୟଦେବ ଜେନା, ଭକ୍ତ ଚରଣ ଦାସ, ଉମେଶ ପଟେଲ, ସପ୍ତଗିରି ଉଲାକା, ମହମ୍ମଦ ମୋକିମ, ପ୍ରକାଶ ନାଏକ, ଜଗନ୍ନାଥ ପଟ୍ଟନାୟକ, ଅମରଜିତ ଭଗତ, ରାଜକିଶୋର ଷଡ଼ଙ୍ଗୀ, କବାସି ଲକ୍ଷ୍ମା, ମୋହନ ମାର୍କନ, ଚିରଞ୍ଜୀବୀ ବିଶ୍ୱାଳ, ଶରତ ରାଉତ, ଡ. ରାଗିଣୀ ନାଏକ, ଗଣେଶ୍ୱର ବେହେରା, ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ବନ୍ଦିତା ପରିଡ଼ାଙ୍କ ନାମ ଥିବା ଜଣାଯାଇଛି ।