ଦ.ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ଓ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ ପାଇଁ ଟିମ୍ ଇଣ୍ଡିଆ ଘୋଷିତ

ନୂଆଦିଲ୍ଲୀ (ସଂକେତ୍ ଟିଭି) : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜ୍‌ ଏବଂ ଇଂଲଣ୍ଡ ବିପକ୍ଷରେ ଗତ ବର୍ଷଠାରୁ ସ୍ଥଗିତ ଥିବା ଟେଷ୍ଟ ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି ।

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ
ରୋହିତ ଶର୍ମା(ଅଧିନାୟକ), କେଏଲ ରାହୁଲ(ଉପ ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ହନୁମା ବିହାରୀ, ଚେତେଶ୍ଵର ପୂଜାରା, ଋଷଭ ପନ୍ତ, କେଏସ ଭରତ, ରବୀନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ଵିନ, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ଶାମି, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ଉମେଶ ଯାଦବ, ପ୍ରସିଦ୍ଧ କୃଷ୍ଣା।

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ
କେଏଲ ରାହୁଲ(ଅଧିନାୟକ), ଋତୁରାଜ ଗାଏକଓ୍ଵାଡ, ଇଶାନ କିଷଣ, ଦୀପକ ହୁଡ୍ଡା, ଶ୍ରେୟସ ଆୟର, ଋଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେଶ ଆୟର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ଵର କୁମାର, ହର୍ଷଲ ପଟେଲ, ଅଭେଶ ଖାନ, ଅର୍ଶଦୀପ ସିଂହ, ଉମରାନ ମଲିକ।