ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ (ସଂକେତ୍ ଟିଭି) ‘ଏନ୍ଡିଏ’ର ରାଷ୍ଟ୍ରପତି ପ୍ରାର୍ଥିନୀ ଭାବେ ଦ୍ରୌପଦୀ ମୁର୍ମୁ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ
Read more