EducationFeaturedLatest

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର (ସଂକେତ ଟିଭି): ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଆସନ୍ତାକାଲି ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯିବ ଏବଂ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ସେ କହିଛନ୍ତି ।