ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ

ଅଗରତାଲା (ସଂକେତ୍ ଟିଭି) : ତ୍ରିପୁରାର ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି।

Read more