LatestNews

୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପାଣ୍ଡିଆନ

ଭୁବନେଶ୍ବର (ସଂକେତ ଟିଭି): ଭି କାର୍ତ୍ତିକେୟ ପାଣ୍ଡିଆନ ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ।

ପାଣ୍ଡିଆନଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଗତକାଲି ଅନୁମୋଦିତ ହେବା ପରେ ରାଜ୍ୟ ସରକାର ତାଙ୍କୁ ଏହି ନୁଆ ଦାୟିତ୍ବ ଦେଇଛନ୍ତି।ଏହାଫଳରେ ତାଙ୍କର କ୍ଷମତା ବୃଦ୍ଧି ପାଇଛି।