Day: November 29, 2023

CrimeFeaturedLatest

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଆରଆଇ

ସୁନ୍ଦରଗଡ଼ (ସଂକେତ ଟିଭି): ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସୁନ୍ଦରଗଡ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।

Read More