EducationFeaturedLatestNews

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୩ ଦିନ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର (ସଂକେତ ଟିଭି) : ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ୩ ଦିନ ଯାଏଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆସନ୍ତାକାଲିଠୁ ଅର୍ଥାତ ଏପ୍ରିଲ ୧୮ରୁ ୨୦ ତାରିଖ ଯାଏ ସବୁ ସ୍କୁଲ ବନ୍ଦ ରହିବ।