LatestNewsPolitics

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର (ସଂକେତ ଟିଭି) : କଂଗ୍ରେସ ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଗୁରୁବାର ଦିନ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀ ମନୋଜ ରଥ, ଭୁବନେଶ୍ୱର ମଧ୍ୟ – ପ୍ରକାଶ ଜେନା, ଭୁବନେଶ୍ୱର ଉତ୍ତର ଅଶୋକ ଦାସଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି ।