ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା, ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ବର(ସଂକେତ ଟିଭି): ରାଜ୍ୟ ସରକାର ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବରେ ନିଯୁକ୍ତି ପ୍ରଦାନ କରିଛନ୍ତି। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ
Read More